ସୁବର୍ଣ୍ଣମେରୁ ମନ୍ଦିର
ଏହି ମନ୍ଦିରର ନାମ ଅନୁସାରେ ସୁବର୍ଣ୍ଣପୁର ହେବା କଥା କେତେକ ମତ ଦେଇଥାନ୍ତି । ଏହା ଏକ ଶିବ ମନ୍ଦିର ।
କିଭଳି ପହଁଞ୍ଚିବେ:
ବିମାନ ମାର୍ଗରେ
ଭୁବନେଶ୍ବର ହେଉଛି ପାଖ ଉଡା ଜାହାଜ ବନ୍ଦର ।
ରେଳଗାଡ଼ିରେ
ବଲାଙ୍ଗିର ହେଉଛି ପାଖ ରେଳ ସ୍ଟେଶନ।
ସଡ଼କ ପଥରେ
ଏନଏଚ ୫୭ ଜିଲ୍ଲା ମଧ୍ୟ ଦେଇ ଯାଇଛି . ଭୁବନେଶ୍ବର ଓ ରାଇପୁର ସହିତ ଯୋଗା ଯୋଗ ଅଛି ।